Norges billigste bøker

Bøker av Suchismita Shatapathy

Filter
Filter
Sorter etterSorter Populære
  • av Suchismita Shatapathy
    150,-

    About The Book: ସୁଚିସ୍ମିତା ଶତପଥୀଙ୍କ ଲିଖିତ ୨୩ଟି ନିର୍ବାଚିତ ରୋମାଞ୍ଚକର ଗଳ୍ପକୁ ନେଇ 'କଳିକା' ଶୀର୍ଷକ ଏହି ଗଳ୍ପ ସଂକଳନର ପରିକଳ୍ପନା । ଏହା ତାଙ୍କ ଗଳ୍ପ ମାନସର ପ୍ରଥମ ପରିପ୍ରକାଶ । ସୁଖରେ ବିହ୍ୱଳିତ ନହେବା, ଦୁଃଖରେ ବିଚଳିତ ନହେବା ହିଁ ସଫଳ ଜୀବନ ଯାତ୍ରାର ଲକ୍ଷଣ, ଯାହାକି ସୁଚିସ୍ମିତା ଶତପଥୀଙ୍କ କ୍ଷେତ୍ରରେ ସ୍ପଷ୍ଟ ପ୍ରତୀୟମାନ । ଦୁଃଖକୁ ନିଜର କରି ସୁଖକୁ ସ୍ୱାଗତ କଲେ ସୁଖ ଦୁଃଖରେ ସମୋଚିତ୍ତ ରହି ଜୀବନ ବିତାଇଲେ ହିଁ ମଣିଷ ଯେ ମଣିଷ ପରି ବଞ୍ଚିପାରିବ, ଏହା ଅନ୍ୟଥା ନୁହେଁ। ଗାଳ୍ପିକାଙ୍କ ଜୀବନବାଦୀ ଦୃଷ୍ଟିକୋଣ ହିଁ ତାଙ୍କ ଗଳ୍ପର ମୁଖ୍ୟ ବଳୟ ଓ ଗଳ୍ପ ସଂକଳନର ଅନ୍ତଃସ୍ରୋତ ଏହା ନିର୍ଦ୍ଵନ୍ଦ୍ୱରେ କୁହାଯାଇପାରେ । ଆମର ଆଶା ଓ ବିଶ୍ୱାସ ଏହି ଗଳ୍ପ ସଂକଳନଟି ସୁଧୀ ବିଜ୍ଞ ପାଠକ ବର୍ଗଙ୍କ ସ୍ୱୀକୃତି ଓ ଆଦୃତି ଲାଭ କରିବ।

Gjør som tusenvis av andre bokelskere

Abonner på vårt nyhetsbrev og få rabatter og inspirasjon til din neste leseopplevelse.